GOPALA OGALA ଗୋପାଳ ଓଗାଳ | Phagu Dasami Special Song | Narendra Kumar & Gobinda | Sidharth Bhakti
ଫଗୁ ଦଶମୀଠାରୁ ଦୋଳଯାତ୍ରାର ଉତ୍ସାହ ଉଦ୍ଦୀପନାରେ ଝୁମି ଉଠେ । ଗାଁ ଗାଁରେ ରାଧାକୃଷ୍ଣ ମନ୍ଦିରରେ କିମ୍ବା ଶ୍ରୀଜଗନ୍ନାଥ ମନ୍ଦିରରେ ଚଳନ୍ତି ପ୍ରତିମାକୁ ଦୋଳା ବା ବିମାନରେ ବସାଇ ଗ୍ରାମ ପରିକ୍ରମା ଆରମ୍ଭ କରାଯାଏ ... GOPALA OGALA ଗୋପାଳ ଓଗାଳ…